0 Comment
ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଛୁଇଁବା ଦିନଠାରୁ ନିଅଣ୍ଟିଆ ବର୍ଷା ରହିଛି। ଜୁଲାଇ ପ୍ରଥମ ସପ୍ତାହରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଦ୍ବିତୀୟ ସପ୍ତାହର ମଙ୍ଗଳବାର ସୁଦ୍ଧା ୨୬% ନିଅଣ୍ଟିଆ ବର୍ଷା ହେଲାଣି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ କହୁଛି, ଆସନ୍ତା ୯ରୁ ୧୦ଦିନ ରାଜ୍ୟରେ ବିକ୍ଷିପ୍ତ ବର୍ଷା ସମ୍ଭାବନା ରହିଛି। ତୃତୀୟ ସପ୍ତାହରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବାବେଳେ ଚତୁର୍ଥ ସପ୍ତାହରେ କେନ୍ଦ୍ରୀୟ-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର... Read More