0 Comment
ହାଇଦ୍ରାବାଦ: ଭାରତ ଓ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଗୁରୁବାର ଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଭାରତୀୟ ସ୍ପିନ୍ ଯୋଡ଼ି ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ବିନଙ୍କ ମ୍ୟାଜିକ ଦେଖିବାକୁ ମିଳିଛି । ଟସ୍ ଜିତି ବ୍ୟାଟିଂ କରିଥିବା ଲଣ୍ଡର ପ୍ରଥମ ଇନିଂସରେ ୨୪୬ ରନ୍ କରି ଅଲ୍ଆଉଟ୍ ହୋଇଯାଇଛି। ଇଂଲଣ୍ଡ ତରଫରୁ ବେନ୍ ଷ୍ଟୋକ୍ସ ସର୍ବାଧିକ ୭୦ ରନ୍ କରିଥିଲେ। ଜନି ବେୟାରଷ୍ଟୋ ୩୭ ରନ୍... Read More