0 Comment
ବିଶାଖାପାଟଣା : ବିଶାଖାପାଟଣାଠାରେ ଖେଳାଯାଉଥିବା ଆଇପିଏଲ-୨୦୨୪ର ୧୬ତମ ମ୍ୟାଚରେ ରନ ବର୍ଷା କରିଛି କୋଲକାତା ନାଇଟରାଇଡର୍ସ ଓ ଦିଲ୍ଲୀ କ୍ୟାପିଟାଲ ଆଗରେ ୨୭୩ ରନର ଲକ୍ଷ୍ୟ ରଖିଛି । ଏହି ମ୍ୟାଚରେ କୋଲକାତା ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦଳର ବ୍ୟାଟ୍ସମ୍ୟାନମାନେ ଆରମ୍ଭରୁ ହିଁ ଦ୍ରୁତ ଗତିରେ ରନ କରିବା ଆରମ୍ଭ କରିଥିଲେ ଓ ଦଳ ପାଇଁ ଏକ ଭଲ ମୂଳଦୁଆ ସ୍ଥାପନ କରିଥିଲେ । ଓପନର ଫିଲିପ ସଲ୍ଟ... Read More