0 Comment
ନୂଆଦିଲ୍ଲୀ: ଭାରତୀୟ କୁସ୍ତି ମହାସଂଘ (ଡବ୍ଲୁଏଫ୍ଆଇ) ସଭାପତି ତଥା ବିଜେପି ସାଂସଦ ବ୍ରିଜଭୂଷଣ ଶରଣ ସିଂହଙ୍କ ବିରୋଧରେ ଜନ୍ତର ମନ୍ତରଠାରେ ଧାରଣାରେ ବସିଥିବା ରେସଲରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି । ସେମାନଙ୍କ କେସ୍ ବନ୍ଦ କରିଛନ୍ତି ସୁପ୍ରିମକୋର୍ଟ । ଗୁରୁବାର ସୁପ୍ରିମକୋର୍ଟରେ କୁସ୍ତି ଖେଳାଳିଙ୍କ ମାମଲାର ଶୁଣାଣି ହୋଇଥିଲା। ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼, ଜଷ୍ଟିସ ଜେବି ପାର୍ଦିୱାଲା ଓ ଜଷ୍ଟିସ ପିଏସ୍ ନରସିଂହାଙ୍କ ଖଣ୍ଡପୀଠଙ୍କ ସମ୍ମୁଖରେ ବ୍ରିଜଭୂଷଣଙ୍କ ବିରୋଧରେ ମାମଲାର ଅଗ୍ରଗତି ନେଇ... Read More