0 Comment
ନୂଆଦିଲ୍ଲୀ : କ୍ୟାନସରର ଭଳି ମାରାତ୍ମକ ରୋଗର ଚିକିତ୍ସା ପାଇଁ ବ୍ୟବହୃତ ମେଡିସନ ଉପରେ ଜିଏସ୍ଟି ହ୍ରାସ କରିଛନ୍ତି କେନ୍ଦ୍ର ସରକାର। ପୂର୍ବରୁ ବିଭିନ୍ନ ପ୍ରକାରର କ୍ୟାନସର ଔଷଧ ଉପରେ ୧୨% ଜିଏସଟି ଲାଗୁ ହେଉଥିଲା। କିନ୍ତୁ ଏବେ ସେଗୁଡ଼ିକ ଉପରେ ୫% ଜିଏସଟି ଲାଗିବ ବୋଲି ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଆଜି ତାଙ୍କ ଅଧ୍ୟକ୍ଷତାରେ ୫୪ତମ ଜିଏସଟି ପରିଷଦ ବୈଠକ ବସିଥିଲା। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା... Read More