0 Comment
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୫ ଜଣ ନୂଆ ବିଚାରପତି ସୋମବାର ଶପଥ ଗ୍ରହଣ କରିଛନ୍ତି । ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ । ଫେବୃଆରୀ ୪ରେ ସୁପ୍ରିମକୋର୍ଟ କଲେଜିୟମର ସୁପାରିସକୁ ଗ୍ରହଣ କରି କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ପାଞ୍ଚଜଣ ବିଚାରପତିଙ୍କ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଥିଲେ। ସର୍ବୋଚ୍ଚ ନ୍ୟାୟାଳୟର ଏହି ପାଞ୍ଚଜଣ ନୂତନ ବିଚାରପତି ହେଲେ ଜଷ୍ଟିସ ପଙ୍କଜ ମିତ୍ତଲ, ସଞ୍ଜୟ କାରୋଲ, ଜଷ୍ଟିସ୍ ପି.ଭି ସଞ୍ଜୟ... Read More