0 Comment
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଗରିବ ଲୋକଙ୍କୁ ଆହୁରି ବର୍ଷେ ପର୍ଯ୍ୟନ୍ତ ମାଗଣା ରାସନ ପ୍ରଦାନ କରିବେ ସରକାର । ଏହା ଦ୍ବାରା ୮୧.୩ କୋଟି ଗରିବ ଲୋକ ଉପକୃତ ହେବେ । କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି ଯେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ସରକାର ଏକ ବର୍ଷ ପାଇଁ ୮୧.୩ କୋଟି ଲୋକଙ୍କୁ ମାଗଣା ଖାଦ୍ୟ ଶସ୍ୟ ବଣ୍ଟନ କରିବାକୁ ନିଷ୍ପତ୍ତି... Read More