0 Comment
ନୂଆଦିଲ୍ଲୀ: ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଆସିଛି ଭୂକମ୍ପ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୧ ରେକର୍ଡ କରାଯାଇଛି | ସକାଳ ୮:୩୨ ରେ ବଙ୍ଗୋପ ସାଗରରେ ଭୂକମ୍ପ ଅନୁଭୂତ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଓଡ଼ିଶା ଉପକୂଳର ୪୨୧ କିଲୋମିଟର୍ ପୂର୍ବ-ଦକ୍ଷିଣପୂର୍ବ ଦୂରବର୍ତ୍ତୀ ବଙ୍ଗୋପସାଗର ମଧ୍ୟରେ ଭୂଗର୍ଭର ୧୦ କିଲୋମିଟର୍ ଗଭୀରତାରେ ଭୂମିକମ୍ପ ରେକର୍ଡ କରାଯାଇଥିଲା । ଅନ୍ୟପକ୍ଷରେ ଅରୁଣାଚଳ ପ୍ରଦେଶରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ... Read More