0 Comment
ବେଜିଂ : ଚୀନର ଦକ୍ଷିଣ ପଶ୍ଚିମ ଅଞ୍ଚଳରେ ଭୂକମ୍ପ ଅନୁଭୂତ । ସିଆଚୁନ୍ ରାଜଧାନୀ ଚେଙ୍ଗୁଡରେ ଭୂକମ୍ପ ଯୋଗୁଁ କୋଠାଗୁଡିକ ଦୋହଲି ଉଠିଥିଲା । ଫଳରେ କେତେକ ଘର ଭାଙ୍ଗି ଥିବା ବେଳେ ୪୬ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି । ଲୋକମାନେ କୋଭିଡ ଲକଡାଉନ ଯୋଗୁଁ ଘରେ ବନ୍ଦୀ ଥିଲେ । ଫଳରେ ମୃତ୍ୟୁ ସଂଖ୍ୟା ଅଧିକ ହେବ ବୋଲି ଆଶା କରାଯାଉଛି । ଏନେଇ ରାଷ୍ଟ୍ରପତି ସି.ଜିନପିଙ୍ଗ ସ୍ଥାନୀୟ ପ୍ରଶାନଗୁଡିକୁ ଲୋକଙ୍କ ଜୀବନ ବଞ୍ଚାଇବା... Read More