0 Comment
ନୂଆଦିଲ୍ଲୀ : ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ଏହି ବୈଠକରେ ଫୋକସ୍ ରହିବ। ଏଥିପାଇଁ ଆଲୋଚନାର ପ୍ରମୁଖ ୫ଟି ପ୍ରସଙ୍ଗ ରୁପେ ପାନୀୟ ଜଳ, ବିଦ୍ୟୁତ, ସ୍ବାସ୍ଥ୍ୟସେବା, ଶିକ୍ଷା ଏବଂ ଜମି ଓ ସଂପତ୍ତି ଡିଜିଟାଇଜେସନ ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ସାଇବର ସିକ୍ୟୁରିଟି ଏବଂ AI ଉପରେ ମଧ୍ୟ... Read More