0 Comment
ସିକର: ଶ୍ରାବଣର ଶେଷ ସୋମବାରରେ ରାଜସ୍ଥାନର ଖାଟୁ ଶ୍ୟାମ ମନ୍ଦିରରେ ଘଟିଛି ଅଘଟଣ । ଦଳାଚକଟା ଯୋଗୁଁ ତିନିଜଣ ଭକ୍ତଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ଅନେକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଦୁଃଖଦ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ମିଳିଥିବା ସୂଚନା ଅନୁଯାୟୀ, ଶ୍ରାବଣ ଶେଷ ସୋମବାର ଅବସରରେ ରାଜସ୍ଥାନ ସିକରସ୍ଥିତ ଖାଟୁ ଶ୍ୟାମ ମନ୍ଦିରରେ ପ୍ରବଳ ଭିଡ଼ ଜମିଥିଲା ।... Read More