0 Comment
ନୂଆଦିଲ୍ଲୀ : ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଘୋଷଣା କରିଛନ୍ତି ହରିଆଣା ସରକାର। ଅଗ୍ନିପଥ ଯୋଜନାରେ କାର୍ଯ୍ୟ କରିଥିବା ଅଗ୍ନିବୀରମାନଙ୍କୁ ପୁଲିସ ଏବଂ ମାଇନିଂ ଗାର୍ଡ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ମିଳିବ। ଏହି ଯୋଜନାକୁ ଚାଲିଥିବା ବିବାଦ ମଧ୍ୟରେ ଏପରି ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି। ୨୦୨୨ ଜୁନରେ କେନ୍ଦ୍ର ସରକାର ପ୍ରଥମ କରି ସେନାରେ ଅଗ୍ନିପଥ ନିଯୁକ୍ତି ବ୍ୟବସ୍ଥା ଆରମ୍ଭ କରିଥିଲେ। ଏହି ନିଯୁକ୍ତି ମାଧ୍ୟମରେ ସାଢେ ୧୭ ବର୍ଷରୁ ୨୧ ବର୍ଷ... Read More