0 Comment
ନୂଆଦିଲ୍ଲୀ: ଇସ୍ରାଏଲ ଓ ପାଲେଷ୍ଟାଇନରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ‘ଅପରେସନ୍ ଅଜୟ’ ଆରମ୍ଭ କରିଛନ୍ତି । ଭାରତ ସରକାର ସ୍ୱତନ୍ତ୍ର ଚାର୍ଟାର୍ଡ ବିମାନ ମାଧ୍ୟମରେ ଭାରତୀୟ ନାଗରିକଙ୍କୁ ଫେରାଇ ଆଣିବେ। ଆବଶ୍ୟକ ପଡିଲେ ଭାରତୀୟ ନୌସେନା ଜାହାଜ ଗୁଡ଼ିକୁ ମଧ୍ୟ ଏହି କାର୍ଯ୍ୟରେ ନିୟୋଜିତ କରାଯିବ | ଇସ୍ରାଏଲରୁ ଫେରିବାକୁ ଚାହୁଁଥିବା ଆମ ନାଗରିକଙ୍କ ପ୍ରତ୍ୟାବର୍ତ୍ତନକୁ ସୁଗମ କରିବା ପାଇଁ ଅପରେସନ୍ ଅଜୟ ଆରମ୍ଭ କରାଯାଇଛି ବୋଲି ବୈଦେଶିକ... Read More