0 Comment
ବାଲେଶ୍ୱର : ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଆଶୀଷ ଠାକରେଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷଠାରେ ଆଜି ଅପରାହ୍ନ ୧୨ ଘଟିକା ସମୟରେ ସାଧାରଣ ନିର୍ବାଚନ ୨୦୨୪ ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ରାଜନୈତିକ ଦଳଗୁଡ଼ିକ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ... Read More