0 Comment
ବାଲେଶ୍ୱର : ଫକୀରମୋହନ ମେଡିକାଲ କଲେଜ ହସପିଟାଲରେ ସ୍ୱାସ୍ଥ୍ୟସେବା ଏକ ବିପର୍ଯ୍ୟୟ ଅବସ୍ଥାକୁ ଚାଲିଯାଇଛି ବୋଲି ମେଡିକାଲ୍ କଲେଜ କ୍ରିୟାନୁଷ୍ଠାନ କମିଟି ବୈଠକରେ ଉଦ୍ବେଗ ପ୍ରକାଶ ପାଇଛି । ଶନିବାର ଅପରାହ୍ନରେ ଆଇନଜୀବୀ ନିରଞ୍ଜନ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାଧାରଣ ସଂପାଦକ ପ୍ରଦୀପ ଦାସ ସରକାରୀ ସ୍ୱାସ୍ଥ୍ୟସେବା ପାଇବା ପାଇଁ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଉପସ୍ଥାପିତ କରିଥିଲେ । ଗତ ସପ୍ତାହରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ରେମୁଣାରେ ଫକୀରମୋହନ... Read More