0 Comment
ବାଲେଶ୍ବର : ବାଲେଶ୍ବର ହଳଦୀପଦା ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ରେଳ ଚଳାଚଳ ସଂପୂର୍ଣ୍ଣ ସ୍ବାଭାବିକ ହୋଇପାରୁନି। ପ୍ରବଳ ବର୍ଷା କାରଣରୁ ବାଲେଶ୍ଵର – ହଳଦୀପଦା ଷ୍ଟେସନ ମଝିରେ ଥିବା ଅମରା ବ୍ରିଜ ନିକଟରେ ରେଳ ଟ୍ରାକ ଦବି ଯାଇଥିଲା। ରେଳ ବିଭାଗ ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇଥିଲା। କିନ୍ତୁ ଟ୍ରାକ ଦବି ଯାଇଥିବା ସ୍ଥାନରେ ପୁନଃ ମେଟାଲ ଫିଲିଙ୍ଗ ପାଇଁ ଆସିଥିବା ଏକ ମାଲ ବାହି ଟ୍ରେନ ସେହି ସମାନ ଜାଗାରେ... Read More