0 Comment
ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ ଉଦଘାଟିତ ଭୁବନେଶ୍ୱର : ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉଦଘାଟନ କରିଛନ୍ତି। ଏଥିରେ “ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ” ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା କରାଯିବା ସହ ଖାଦ୍ୟ ନିରାପତ୍ତା ତଥା ଚିରନ୍ତନ କୃଷି ପଦ୍ଧତି ଏବଂ... Read More