0 Comment
ଭୁବନେଶ୍ବର: ମେ’ ୩ ତାରିଖରେ ପୁଣି ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଓଡ଼ିଶା ଗସ୍ତରେ ଆସି ରାହୁଲ ଗାନ୍ଧୀ କଂଗ୍ରେସ ପାଇଁ ନିର୍ବାଚନ ପ୍ରଚାର କରିବା ସହିତ ରାୟଗଡ଼ାରେ ଏକ ଜନସଭାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ରାହୁଲ ଗାନ୍ଧୀଙ୍କ ସହିତ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ପାଇଁ ପ୍ରଚାର କରିବେ ବୋଲି ରାଜ୍ୟ କଂଗ୍ରେସ ପ୍ରଭାରୀ ଓ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ସୂଚନା ଦେଇଛନ୍ତି। ସେହିପରି ମେ’ ୫... Read More