0 Comment
ଭୁବନେଶ୍ୱର : ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଆଜି ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ପୁର୍ନଗଠନ ସହ ୬ଟି ଥିମେଟିକ୍ ସବକମିଟି ଗଠନ କରାଯାଇଛି । ପୂର୍ବ ବିଜେଡି ସରକାର ଜାତୀୟ ଶିକ୍ଷା ନୀତିକୁ ଓଡ଼ିଶାରେ ଲାଗୁ କରିବାକୁ ଟାଳଟୂଳ ନୀତି ଅବଲମ୍ବନ କରୁଥିଲେ । ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜାତୀୟ ଶିକ୍ଷା ନୀତି-୨୦୨୦କୁ ରାଜ୍ୟରେ କାର୍ଯ୍ୟକାରୀ... Read More