0 Comment
କଟକ : କଟକ ଏସସିବି ମେଡିକାଲ କଲେଜ ହସ୍ପିଟାଲରେ ଦିଲୀପ କୁମାର ମହାରଣାଙ୍କ (୫୩)ର ସଫଳ ଭାବେ ଏକମୋ ଚିକିତ୍ସା କରାଯାଇଛି। ସିଟିଭିଏସର ବିଭାଗୀୟ ମୁଖ୍ୟ ଡାକ୍ତର ପ୍ରଫେସର ମନୋଜ କୁମାର ପଟନାୟକଙ୍କ ନେତୃତ୍ୱରେ ଏହି ଚିକିତ୍ସା ସେବା ଯୋଗାଇ ଦିଆଯାଇଛି। ଦିଲ୍ଲୀପ ଏଚ୧ଏନ୧ ଭୁତାଣୁ ସଂକ୍ରମଣରେ ପୀଡିତ ହୋଇ ଏକା ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଇତି ମଧ୍ୟରେ ସେ ଆକ୍ୟୁଟ ରେସ୍ପିରେଟୋରୀ ଡିଷ୍ଟ୍ରେସ ସିଣ୍ଡ୍ରୋମରେ ପୀଡିତ ହୋଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଗତ... Read More