0 Comment
ଭବାନୀପାଟଣା – ଜୁନ୍ ୯ ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ଶପଥ ନେଇ ଇତିହାସ ସୃଷ୍ଟି କରିବେ । ଏହି ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଜୁନ ୯ ତାରିଖରେ ଦିନ ସାଢେ ୧୧ ଓ ଗୋଟାଏ ମଧ୍ୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଭବାନୀପାଟଣାରେ ବିଜେଡିର ନିର୍ବାଚନୀ ସଭାକୁ ସମ୍ବୋଧନ କରି କହିଛନ୍ତି ପାଣ୍ଡିଆନ । ଲୋକଙ୍କ ଆଶୀର୍ବାଦରେ... Read More