0 Comment
ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ମଙ୍ଗଳବାର ଠାରୁ ଏହାର ପ୍ରଭାବ ରହିବନି ଓ ପାଗ ପ୍ରାୟତଃ ଶୁଖିଲା ରହିବ । ୧୭ ଓ ୧୮ ତାରିଖରେ ବିଶେଷ ବର୍ଷା ନାହିଁ ଓ ଅଳ୍ପ କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ । ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସୋଆ ଜଳବାୟୁ... Read More