0 Comment
ଭୁବନେଶ୍ୱର – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲ୍ଲାର ସବୁ ନିର୍ବାଚନମଣ୍ଡଳୀ ପାଇଁ ‘ମୋ ବୁଥ ଆପ୍’ର ଶୁଭାରମ୍ଭ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ଏହି ଆପ୍ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପ୍ରସ୍ତୁତ କରିଛି । ସହରାଞ୍ଚଳରେ ମତଦାନ ହାର ବୃଦ୍ଧି ପାଇଁ ଭୋଟର ସଚେତନତା ଲାଗି ଏହି ଆପ୍ ପ୍ରସ୍ତୁତ କରାଯାଇଛି । ଏହି ଆପ୍ ଦ୍ବାରା ଭୁବନେଶ୍ୱରରେ ସହଜରେ ପୋଲିଂ ବୁଥ ପାଇପାରିବେ ଭୋଟର। ଗୁଗୁଲ ମ୍ଯାପ୍ ଦ୍ବାରା ଜାଣିପାରିବେ ବୁଥ୍... Read More