0 Comment
ଭୁବନେଶ୍ୱର : ଗତ ୫ବର୍ଷରେ ରାଜ୍ୟରେ ବଜ୍ରପାତରେ ୧ ହଜାର ୬୨୫ ଜଣ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ବିଧାନସଭାରେ ପ୍ରଶ୍ନକାଳରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ୨୦୧୯-୨୦ରୁ ୨୦୨୩-୨୪ ମଧ୍ୟରେ ରାଜ୍ୟରେ ବଜ୍ରପାତରେ ୧ ହଜାର ୬୨୫ ଜଣ ମୃତ୍ୟୁବରଣ କରିଥିବା ବେଳେ ଉତ୍ତରପ୍ରଦେଶ ଭଳି ରାଜ୍ୟରେ ମାତ୍ର ୫୪୨ ଜଣ ପ୍ରାଣ ହରାଇଛନ୍ତି। ଶ୍ରୀ ପୂଜାରୀ କହିଛନ୍ତି, ଓଡିଶାର ସୁନ୍ଦରଗଡ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ବଜ୍ରପାତ ଜନିତ... Read More