0 Comment
ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସ୍କ ଅଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ବର ଜିଲ୍ଲାରୁ ୫, ବରଗଡ଼ରୁ ୧୦, ଭଦ୍ରକରୁ ୧,... Read More