0 Comment
ଭୁବନେଶ୍ୱର : ଚଳିତବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ‘ମେକ ଇନ ଓଡ଼ିଶା’ କନକ୍ଲେଭ ଆୟୋଜନ ହେବ । ଏହାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି । ଏହି କ୍ରମରେ ଆସନ୍ତା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ ଆଣ୍ଡ୍ ଆମ୍ବାସାଡର ମିଟରେ... Read More