0 Comment
ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡ଼ିଶା । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ସେହିପରି ଆଜିଠାରୁ ରାଜ୍ୟରେ କୁହୁଡ଼ି ପଡ଼ିବାର ସମ୍ଭାବନା କମ୍ । ପାଗ ଖରାଟିଆ ଓ ଆକାଶ ନିର୍ମଳ ରହିବ। ଏଥିସହ ଆସନ୍ତା ୩ ତାରିଖରୁ ରାଜ୍ୟରେ ଶୀତ ପ୍ରକୋପ ବଢ଼ିବ ଓ ଶୀତ ଲହରି ପ୍ରବାହିତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଭୁବନେଶ୍ୱର... Read More