0 Comment
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ କରିବେ । ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ମିନିଟରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସହାୟତା ବଣ୍ଟନର ଶୁଭାରମ୍ଭ କରିବେ । କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ଗତ ବୁଧବାର ଦିନ ଆର୍ଥିକ ସହାୟତା ପ୍ୟାକେଜ ଘୋଷଣା କରିଥିଲେ । ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ୧୦୦୦ ଟଙ୍କା ଏବଂ ପ୍ରତ୍ୟେକ ସିଜିନାଲ ଷ୍ଟାଫ ଓ ବନ୍ଧାଳିଙ୍କୁ ୧୫୦୦... Read More