0 Comment
ଭୁବନେଶ୍ବର : ଆମ ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ଅଛନ୍ତି । ଏମାନେ ଗରିବ ଲୋକ । ବହୁ ଜନଜାତି ମା ମାନେ ମଧ୍ଯ କେନ୍ଦୁପତ୍ର ତୋଳିବା କାମ କରନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିବା ସହ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ତାଙ୍କ ସରକାର ସବୁବେଳେ କାମ କରି ଆସୁଛି ବୋଲି ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ... Read More