0 Comment
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଏବଂ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ସୋମବାର ଓ ମଙ୍ଗଳବାର ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ବିଜୁଳି ଘଡ଼ିଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ ଓ କୋରାପୁଟ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ... Read More