0 Comment
ଭୁବନେଶ୍ବର : କିଛି ଦିନର ବ୍ୟବଧାନ ପରେ ପୁଣି ଥରେ କରୋନା ସଂକ୍ରମଣର ଆଉ ଏକ ଲହର ଆଶଙ୍କା ଦେଖାଦେଇଛି। ସମ୍ଭାବ୍ୟ ସଂକ୍ରମଣର ମୁକାବିଲା ପାଇଁ ପୁଣି ସ୍ୱାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି । ଏହି ପରିପ୍ରେକ୍ଷୀରେ ବୁଷ୍ଟର ଡୋଜ କରୋନାର ନୂଆ ଭାରିଆଣ୍ଟକୁ ପ୍ରତିହତ କରିପାରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ୨୮ ନଭେମ୍ବରରୁ ସରକାରୀ ଟିକାକାରଣ ବନ୍ଦ ରହିଛି। କେନ୍ଦ୍ରକୁ ଟିକା ଯୋଗାଣ ପାଇଁ ଅନୁରୋଧ କରିବୁ।... Read More