0 Comment
ବରଗଡ଼ : ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଧିବଦ୍ଧ ଭାବରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ନଭେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ଚାଲିବ । ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ପ୍ରଶାସନ ପକ୍ଷରୁ ଚୁଡାନ୍ତ ପ୍ରସ୍ତୁତି ହୋଇଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ସୁଦ୍ଧା କୌଣସି... Read More