0 Comment
ଭୁବନେଶ୍ୱର : ବାତ୍ୟା ନେଇ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ୱସ୍ତିମୂଳକ ଖବର। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ନିଶ୍ଚିତ ହୋଇଥିଲେ ମଧ୍ୟ ଓଡ଼ିଶା ଉପରେ ଏହି ବାତ୍ୟାର ବିଶେଷ ପ୍ରଭାବ ପଡ଼ିବ ନାହିଁ। ଏହା ଓଡ଼ିଶା ଉପକୂଳ ସ୍ପର୍ଶ କରିବାର ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡ଼କୁ ବାତ୍ୟା ମୁହାଁଇବ । ଭାରତୀୟ ପାଣିପାଗ... Read More