0 Comment
ଛତ୍ରପୁର: ୫-ଟି ଅନ୍ତର୍ଗତ ଗଞ୍ଜାମ ଜିଲାର ୧୦୭ ଗୋଟି ସରକାରୀ ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟ ତୃତୀୟ ପର୍ଯ୍ୟାୟରେ କରାଯିବ । ଏଥି ସକାଶେ ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ମଙ୍ଗଳବାର ଗଞ୍ଜାମ ଜିଲ୍ଲାର ରୂପାନ୍ତରୀତ ହେବାକୁ ଥିବା ବିଦ୍ୟାଳୟ ସମ୍ପର୍କରେ ଓସ୍ବାନ୍ ଭିସି. ମାଧ୍ୟମରେ ଜଣାଇଛନ୍ତି । ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାକୁ ସଶକ୍ତ ଓଡିଶାରେ ପରିବର୍ତ୍ତନ କରିବା ନେଇ ଅନେକ ଗୁଡିଏ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଗ୍ରାମାଞ୍ଚଳ ଓ... Read More