0 Comment
ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରକାଶ ପାଇଲା ବିଜ୍ଞପ୍ତି । ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ପ୍ରାର୍ଥୀ ମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିପାରିବେ । ନାମାଙ୍କନ ନିମନ୍ତେ ଭଦ୍ରକ ବ୍ଲକ ପରିସରରେ ବ୍ୟାରିକେଡ଼ କରାଯିବା ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଆସନ୍ତା ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ୨୫୨ଟି ବୁଥରେ ମତଦାନ ହେବ । ଅକ୍ଟୋବର ୧୪ ତାରିଖ ନାମାଙ୍କନ... Read More