0 Comment
ଢେଙ୍କାନାଳ : ବିଚାରଧୀନ କଏଦୀଙ୍କ ମୃତ୍ୟୁ । ମୃତକ ଏକ ଏଟିଏମ ଲୁଟ୍ ମାମଲାରେ ଗିରଫ ହୋଇଥିଲେ। ତାଙ୍କ ନାମ ନିରଞ୍ଜନ ପାଣି ଓରଫ୍ ନିର ବୋଲି ଜଣାପଡିଛି । ଘର ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଅଲବଗା ଗାଁରେ ବୋଲି ଜଣାପଡିଛି । ସୂଚନା ଯେ, ଅକ୍ଟୋବର ମାସ ୩ ତାରିଖ ଦିନ ବରପଦା ଶ୍ରୀରାମଚନ୍ଦ୍ରପୁର ମେଡିକାଲ ସମ୍ମୁଖରେ ଥିବା ଏସ୍ବିଆଇ ଏଟିଏମ୍ରୁ ଲୁଟ୍ ହୋଇଥିଲା । ବିଳମ୍ବିତ ରାତିରେ ଲୁଟେରାମାନେ ଏଟିଏମ୍ ମେସିନ୍... Read More