0 Comment
ଭୁବନେଶ୍ବର : ନକଲି ଔଷଧ କାରବାର ଉପରେ ଲଗାମ ପାଇଁ ପଦକ୍ଷେପ । ଏଣିକି ରାଜ୍ୟ ବାହାରୁ ନିଜ ଆଡୁ କୌଣସି ଔଷଧ ଦୋକାନୀ ଔଷଧ ଆଣିପାରିବେ ନାହିଁ । ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ସଂଘର ଏକ ଜରୁରୀ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ସଂଘର ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ମହାପାତ୍ର । ଔଷଧର ନକଲି କାରବାରକୁ ରୋକିବା ପାଇଁ ସଂଘ ପକ୍ଷରୁ... Read More