0 Comment
ଭୁବନେଶ୍ବର : ରାଜ୍ୟରେ ୩ ଶହ ତଳେ ହିଁ ରହିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୨୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୩ ଜଣ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୫ ଜଣ ୧୮ ବର୍ଷରୁ କମ୍ ବୟସ୍କ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ବର ଜିଲ୍ଲାରୁ ୧୨,... Read More