0 Comment
ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଦ୍ୱିତୀୟ ପର୍ଯ୍ୟାୟ ମୌସୁମୀ ବ୍ରେକ୍ ଜାରି ରହିଛି। ରାଜ୍ୟରେ ମୌସୁମୀ ବାୟୁ ପ୍ରବାହ ନିଷ୍କ୍ରିୟ ରହିଛି। ଏଥି ଯୋଗୁଁ ବର୍ଷାର ପରିମାଣ ହ୍ରାସ ପାଇଛି ଓ ତାପମାତ୍ରାରେ ବୃଦ୍ଧି ଘଟିଛି। ଫଳରେ ଅସହ୍ୟ ଗୁଳୁଗୁଳି ଜାରି ରହିଛି । ସାଧାରଣତଃ ମୌସୁମୀ ନିଷ୍କ୍ରିୟ ରହିଲେ ଆକାଶ ମେଘମୁକ୍ତ ରହୁଛି ଓ ସୂର୍ଯ୍ୟକିରଣ ସିଧାସଳଖ ପୃଥିବୀ ଉପରେ ପଡ଼ୁଛି। ଏହାର ପ୍ରଭାବରେ ତାପମାତ୍ରା ବୃଦ୍ଧି ସାଙ୍ଗକୁ ଗୁଳୁଗୁଳି ହେଉଛି। ଅନ୍ୟପଟେ ତାପମାତ୍ରା ବୃଦ୍ଧି... Read More