0 Comment
କଟକ : ବିକୃତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ ଉପୁଜିବା ପରେ ଏହି ମାମଲା ହାଇକୋର୍ଟରେ ପହଞ୍ଚିଛି । ବିକୃତ ମୂର୍ତ୍ତି ନିର୍ମାଣ କରିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ତାଗିଦ କରିବା ପରେ ଏହାକୁ ଚାଲେଞ୍ଜ କରି ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି ଶିଳ୍ପୀ କୁମ୍ଭାରସାହିର ମୂର୍ତ୍ତି କାରିଗର ନାରାୟଣ ମୁଦୁଲି । ପୋଲିସ ମୂର୍ତ୍ତି କାରିଗରଙ୍କୁ ନିର୍ଯାତନା ଦେଇଥିବାର ସେ ମାମଲାରେ ଦର୍ଶାଇଛନ୍ତି । କିଛି କାରୀଗରଙ୍କୁ ଥାନାରେ କିଛି ଘଣ୍ଟା ଅଟକ ରଖାଯାଇଛି ।... Read More