0 Comment
ବେଙ୍ଗାଲୁରୁ : କର୍ଣ୍ଣାଟକ ତୁମାକୁରୁ ଜିଲାରେ ଭୟଙ୍କର ସଡକ ଦୁର୍ଘଟଣା । ଟ୍ରକ ଓ କ୍ରୁଜର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏଠାରେ ୯ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଜିଲାର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବୁଧବାର ବିଳମ୍ବିତ ରାତିରେ ତୁମାକୁରୁ ଜିଲା ଅନ୍ତର୍ଗତ ଶିରା ତାଲୁକା ବଲେନାହାଲ୍ଲି ଗେଟ୍ ନିକଟରେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି । ସମସ୍ତ ମୃତକମାନେ... Read More