0 Comment
ଭୁବନେଶ୍ୱର : ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ୮ଜିଲ୍ଲାରେ ପ୍ରବଳ ବର୍ଷା ଓ ୨୦ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ଉତ୍ତର ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ସମେତ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଆଜି... Read More