0 Comment
ଭୁବନେଶ୍ୱର : ରାଜ୍ୟରେ ଅକ୍ଟୋବର ପହିଲାରୁ ପ୍ରବଳ ବର୍ଷା ଆରମ୍ଭ ହେବ । ୨ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ବୃଦ୍ଧି ପାଇବ। ଉପକୂଳବର୍ତ୍ତୀ ଜିଲାଗୁଡିକ ସମେତ ଏହାର ସଂଲଗ୍ନ ଜିଲାଗୁଡ଼ିକରେ ବର୍ଷାର ପରିମାଣ ଅଧିକ ରହିବ। ବର୍ଷାକୁ ଦୃଷ୍ଟିରେ ରଖି ଏବେଠାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୧ ତାରିଖରେ ଉତ୍ତର-ପୂର୍ବ ଓ ତତ୍ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ... Read More