0 Comment
ଭୁବନେଶ୍ବର: କଟକ ଶ୍ରୀରାମଚଂଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସୁଯୋଗ ବିକଶିତ କରିବାର ଆବଶ୍ୟକତା ଅନୁଭୂତ ହୋଇଥିଲା। ୧୭୫ ଏକର ଜମିରେ ୩୫୦୦ କୋଟି ଟଙ୍କାରେ ଏହି ମର୍ଯ୍ୟଦାଜନକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜର ୫-ଟି ଉପକ୍ରମରେ ରୂପାନ୍ତରଣ କରି... Read More