0 Comment
ଭୁବନେଶ୍ବର : ସେପ୍ଟେମ୍ବର ୧୩ ତାରିଖରୁ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ଇନ୍ଷ୍ଟାଣ୍ଟ ପରୀକ୍ଷା ହେବ। ଏ ନେଇ ଆସନ୍ତା ୨୨ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଏ ନେଇ ଇଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୧୩ରୁ ଆରମ୍ଭ ହୋଇ ୧୪ ତାରିଖରେ ଶେଷ ହେବ ପରୀକ୍ଷା । ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ... Read More