0 Comment
ଭୁବନେଶ୍ୱର : ବିଭିନ୍ନ ସ୍କୁଲରେ ନୂଆ ଭାବେ ନିଯୁକ୍ତ ପାଇଥିବା ୬ ହଜାର ୮୯୧ ଶିକ୍ଷକଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହେବ । କଳିଙ୍ଗ ଷ୍ଟାଡିୟମରେ ଆଜି ଅପରାହ୍ନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଶିକ୍ଷକଙ୍କୁ ଶିକ୍ଷକତାର ଗୁରୁମନ୍ତ୍ର ଦେବେ । ୬ ହଜାର ୮୯୧ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ଦିଆଯିବ । ହାଇସ୍କୁଲ ରୂପାନ୍ତରଣରେ ଭିତ୍ତିଭୂମି ବିକାଶ ପରେ ରାଜ୍ୟ ସରକାର ଏବେ ଶିକ୍ଷକ ନିଯୁକ୍ତିକୁ ଗୁରୁତ୍ୱ ଦେଉଛନ୍ତି। ନିଯୁକ୍ତି... Read More