0 Comment
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଦୁଇ ଦିନ ରାଜ୍ୟ ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ସୃଷ୍ଟ ଲଘୁଚାପ କ୍ଷେତ୍ରଟି ଆଜି ସକାଳେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ସେହିପରି ଆସନ୍ତା ୬ଘଣ୍ଟା ଭିତରେ ଗଭୀର ଅବପାତ ରୂପ ନେବ । ସନ୍ଧ୍ୟା ସୁଦ୍ଧା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ । ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଆଇଲ୍ୟାଣ୍ଡ ଦେଇ ଗତି... Read More