0 Comment
ଦିଗପହଣ୍ଡି : ବିଦ୍ୟୁତ ଆଘାତରେ ୧୦ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଗଞ୍ଜାମ ଜିଲା ଦିଗପହଣ୍ଡି ଅନ୍ତର୍ଗତ ଫାଶୀଗୁଡ଼ା ଗ୍ରାମରେ ଏହି ଅଘଟଣ ଘଟିଛି। ଅସୁସ୍ଥ ପିଲାମାନଙ୍କୁ ପ୍ରଥମେ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଗୁରୁତର ଥିବା ୪ ପିଲାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ଗ୍ରାମରେ ଠାକୁରାଣୀ ଯାତ୍ରା ଚାଲିଥିଲା। ଯାତ୍ରା ସମୟରେ ରାମାୟଣ ନାଟକ ପରିବେଷଣ ହେଉଥିଲା। ଷ୍ଟେଜରେ ନାଟକ ପରିବେଷଣ ସମୟରେ ବିଦ୍ୟୁତ ତାର ଲାଗିଯିବା ଫଳରେ... Read More