0 Comment
ଭୁବନେଶ୍ବର : ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତର ପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ପରେ ୨୪ ତାରିଖ ସକାଳେ ଅବପାତର ରୂପ ନେବ। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ଉପକୂଳକୁ ଫେରି ଆସିବା ସହ ପରବର୍ତ୍ତୀ ଦୁଇଦିନ... Read More