0 Comment
କଟକ : ରାଜ୍ୟରେ ସରକାରୀ ଡାକ୍ତରଖାନାର କାର୍ଯ୍ୟରତ ଡାକ୍ତରମାନେ କ୍ଲିନିକ ବା ଘରୋଇ ହସ୍ପିଟାଲରେ ରୋଗୀ ଦେଖାକୁ ସମ୍ପୂର୍ଣ୍ଣ ଲଗାମ ଲଗାଇବାକୁ ପ୍ରାର୍ଥନା କରି ହାଇକୋର୍ଟରେ ରୁଜୁ ହୋଇଛି ଜନସ୍ୱାର୍ଥ ମାମଲା। କଟକର ନାରାୟଣ ଚନ୍ଦ୍ର ଜେନା ନାମକ ବ୍ୟକ୍ତି ବିନା ଓକିଲରେ ବ୍ୟକ୍ତିଗତ ଭାବେ ଏଭଳି ମାମଲା ଓଡିଶା ହାଇକୋର୍ଟରେ ଦାୟର କରିଛନ୍ତି। ସେ ଦର୍ଶାଇଛନ୍ତି ଯେ, ରାଜ୍ୟ ସରକାର ନିଯୁକ୍ତି ଦେଉଥିବା ଡାକ୍ତର ମାନଙ୍କୁ ଭଲ ଦରମା ଦେଉଛନ୍ତି। ରାଜ୍ୟ ସରକାର ବିଭିନ୍ନ ହସ୍ପିଟାଲର... Read More